Masthead

ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ । ରେଙ୍ଗାଲି ଝାରସୁଗୁଡା ମଝିରେ ଟ୍ରେନ୍‌କୁ ପଥର ମାଡ ହୋଇଥିବା ସୂଚନା । ପଥର ମାଡରେ ଟ୍ରେନ୍‌ର କାଚ ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ଭୋର ସମୟରେ ସମ୍ବଲପୁର ରେଙ୍ଗାଲି-ଝାରସୁଗୁଡ଼ା ମଝିରେ ତପସ୍ୱିନୀ ଏକ୍ସପ୍ରେସ୍‌କୁ ପଥରମାଡ଼ ହୋଇଛି । ଯେଉଁଥିରେ ଟ୍ରେନ୍‌ର କାଚ ଭାଙ୍ଗିବା ସହ ଅନେକ ସିଟ୍‌ ମଧ୍ୟ ନଷ୍ଟ ହୋଇଛି । ସକାଳ ୫ଟା ୪୫ ମିନିଟ୍‌ରେ ଟ୍ରେନ୍‌ B୬ର ସିଟ୍‌ ନମ୍ବର ୧୫ ଏବଂ B-୭ରେ ପଥର ମାଡ଼ ହୋଇଥିବା ସୂଚନା ମିଳିଛି । ତେବେ କିଏ ଓ କାହିଁକି ପଥର ମାଡ଼ କରିଛନ୍ତି । ଏବେ ଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ