Masthead

ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର । ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଲା ପଥର । ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି । ପଥର ଖସି ଏକାଦଶୀ ମନ୍ଦିରର ଟିଣ ଛାତ କଣା ହୋଇଥିବା ସୂଚନା । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ପଥରଟି କେଉଁଠୁ ପଡିଛି ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ