Masthead

ମାଓବାଦୀଙ୍କ ଆୟ ସ୍ରୋତକୁ ବନ୍ଦ କରାଯାଉ: ଗୃହମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ବର୍ତ୍ତମାନ କିଛି କିଛି ରାଜ୍ୟରେ ମାଓବାଦୀ ସମସ୍ୟା ଦେଖିବାକୁ ମଳିଛି । ଏହି ରାଜ୍ୟମାନଙ୍କ ମଧ୍ୟରୁ ଓଡ଼ିଶା ଅନ୍ୟତମ । ମାଓବାଦୀକୁ ନେଇ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବା ସତ୍ତେ୍ୱ ଏହାକୁ ସମ୍ପୂର୍ଣ୍ଣ ଭାବରେ ରୋକିବାରେ ଅସମର୍ଥ ହୋଇଆସୁଛନ୍ତି । ଏହା ମଧ୍ୟରେ ୪ ଦିନିଆ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଏବାବଦରେ ଆଲୋଚନା କରିଥିବାର କଥା ସାମ୍ନାକୁ ଆସିଛି ।

ତେବେ ମାଓବାଦୀଙ୍କ ଆୟ ସ୍ରୋତକୁ ଖୁବଶୀଘ୍ର ବନ୍ଦ କରାଯାଉ ବୋଲି ଅମିତ ଶାହ କହିଛନ୍ତି । ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଉଭୟଙ୍କୁ ମିଶି ମାଓବାଦୀଙ୍କ ଆୟ ସ୍ରୋତକୁ ବନ୍ଦ କରାଯାଉ । ଏହା ସହ ଆସନ୍ତା ଗୋଟିଏ ବର୍ଷ କେବଳ ମାଓବାଦୀ ଓ ନକ୍ସଲମାନଙ୍କୁ ଦମନ କରିବାକୁ ପ୍ରାଥମିକତା ଦିଆଯାଉ ବୋଲି ଅମିତ ଶାହ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି