Masthead

ମେ’ରେ ବାତ୍ୟା!

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  କମିବ ଖରା । ଆଜି ବି ଭିଜିବ ସାରା ଓଡ଼ିଶା । କାଳବୈଶାଖୀ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩୦ କିମ ବେଗରେ ପବନ ବହିବା ସମ୍ଭାବନା ରହିଛି । ଜିଲ୍ଲାରେ ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ। ସେପଟେ ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି ।

ଆସନ୍ତା ୬ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ୪୮ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲଘୁଚାପ ଅବପାତର ରୂପ ନେବା ପରେ, ଚିତ୍ର ସ୍ପଷ୍ଟ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା