Masthead

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଦୁର୍ବଳ ବାତ୍ୟା ସୃଷ୍ଟି ହେବା ସମ୍ଭାବନା । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଆଜି ରାତିରେ ଅବପାତ ଗଭୀର ଅବପାତର ରୂପ ନେବା ସହ କାଲି ମଧ୍ୟରାତ୍ର ସୁଦ୍ଧା ଦୁର୍ବଳ ବାତ୍ୟାର ରୂପ ନେଇପାରେ। ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ। ୨୭ ତାରିଖ ଯାଏଁ ସମୁଦ୍ର ଅଧିକ ଅଶାନ୍ତ ରହିବ। ଏଥିଲାଗି ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି।

ତେବେ ଓଡ଼ିଶା ଉପରେ ବିଶେଷ ପ୍ରଭାବ ରହିବା ସମ୍ଭାବନା ନାହିଁ। ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦୀପଠୁ ଦକ୍ଷିଣରେ ୬୧୦ କିମି ଦୂରରେ ଏହା କେନ୍ଦ୍ରୀଭୂତ ଅଛି। ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା