Masthead

ବଢୁଛି ଅଡ଼ୁଆ: ଗର୍ଜିଲେ ଛଟେଇ କର୍ମଚାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅମାନବିକାତର ଚରମସୀମାରେ ପହଞ୍ଚିଛି ଟାଟା । ସରକାରଙ୍କ ହାତରୁ ବିଦ୍ୟୁତ ପରିଚାଳନ ଦାୟିତ୍ୱ ନେବା ପରେ ଟାଟା କମ୍ପାନୀ ଚଳାଇଛି ମନମାନି । ମନ୍ତ୍ରୀ, ସାଂସଦଙ୍କ ପ୍ରତିଶୃତି ପରେ ମଧ୍ୟ ସାତ ହଜାର ପାଞ୍ଚ ଶହ କର୍ମଚାରୀ ଛଟେଇ କଲା କମ୍ପାନୀ ।

କେବଳ ସାଧାରଣ କର୍ମଚାରୀଙ୍କୁ ଛଟେଇ କରିନି ଟାଟା । ଏହା ଭିତରେ ରହିଛନ୍ତି ଅନେକ ଦିବ୍ୟାଙ୍ଗ କର୍ମଚାରୀ । ଭୁବନେଶ୍ୱର ଇଡ଼କୋ ଟାୱାର ସମ୍ମୁଖରେ ଗର୍ଜିଛନ୍ତି ଛଟେଇ ହୋଇଥିବା ଟାଟା କର୍ମଚାରୀ । ସମାଧାନ ନହେବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିବ ବୋଲି କହିଛନ୍ତି, ଛଟେଇ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା