Masthead

ଆଜିଠାରୁ କଡ଼ାକଡ଼ି କୋଭିଡ ଯାଞ୍ଚ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା । ଏଥିପାଇଁ ରାଜ୍ୟ ସରକାର ଚିନ୍ତାରେ। ଏହାକୁ ଦୃଷ୍ଟିରେ ରଖି ବୁଧବାରଠାରୁ କଡ଼ାକଡ଼ି ହେବ କୋଭିଡ ଯାଞ୍ଚ । ବିଶେଷ କରି ମାସ୍କ ପିନ୍ଧିବା ଓ ସାମାଜିକ ଦୂରତାର ଯାଞ୍ଚକୁ କଡ଼ାକଡ଼ି କରାଯିବା । ଲୋକଙ୍କୁ ସଚେନତ ବି କରାଯିବ । ବୁଧବାରଠାରୁ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ ହେବ । ୭ ରୁ ୧୬ ପର୍ଯ୍ୟନ୍ତ୧୦ ଦିନ ଧରି ଯାଞ୍ଚ ଚାଲିବ । କୋଭିଡ ସ୍ଥିତିର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସ୍ପେଶାଲ ଡ୍ରାଇଭ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଓଡ଼ିଶା ପୋଲିସ ଡିଜିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟର କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖମନ୍ତ୍ରୀ । ସମୀକ୍ଷା ବେଳେ ଫୋକସରେ ରହିଛି ପଶ୍ଚିମ ଓଡିଶା । ପଡୋଶୀ ଛତିଶଗଡ ଯୋଗୁଁ ପଶ୍ଚିମ ଓଡିଶାରେ କରୋନା ସଂକ୍ରମଣ ବଢୁଥିବାରୁ ଏହି ଜିଲ୍ଲାଗୁଡିକ ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କରୋନା ମୁକାବିଲା ଲାଗି ତୁରନ୍ତ ଡାକ୍ତର, ପାରା ମେଡିକାଲ ଷ୍ଟାଫ, ଲ୍ୟାବ ଟେକନିସିଆନ ସହ ଆବଶ୍ୟକୀୟ ମ୍ୟାନପାୱାର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ