Masthead

ବିହାର ଶିକ୍ଷା ବିଭାଗର କଡା ଆଦେଶ, ପିନ୍ଧି ପାରିବେ ନାହିଁ ଜିନ୍ସ ଟି-ସାର୍ଟ

ବିହାର(ବଡ଼ଖବର ବ୍ୟୁରୋ):ବିହାର ଶିକ୍ଷା ବିଭାଗ ନିଜର ସମସ୍ତ କର୍ମଚାରୀ ଓ ପଦାଧିକାରୀଙ୍କ ପାଇଁ ଏକ ଜରୁରୀ ନିର୍ଦ୍ଦେଶ ନାମା ଜାରି କରିଛି । ଶିକ୍ଷା ବିଭାଗ ଏହାର ସମସ୍ତ କର୍ମଚାରୀ ଓ ପଦାଧିକାରୀଙ୍କୁ ଜିନ୍ସ ଟି-ସାର୍ଟ ପିନ୍ଧିବା ଉପରେ ରୋକ ଲାଗାଇଛନ୍ତି । ନିର୍ଦ୍ଦେଶ ଅନୁସାରେ ସମସ୍ତେ ଫର୍ମାଲ ଡ୍ରେସ କୋଡ ପିନ୍ଧିିବେ । ଏଥି ନିମନ୍ତେ ଶିକ୍ଷା ବିଭାଗ ତରଫରୁ ଏକ ଲିଖିତ ଆଦେଶ ଜାରି କରାଯାଇଛି । କୌଣସି ପରିସ୍ଥିତିରେ କେହିବି ଜିନ୍ସ ଟି-ସାର୍ଟ ପିନ୍ଧି ପାରିବେ ନାହିଁ । ଏହି ନିର୍ଦ୍ଦେଶ ୨୮ଜୁନ ଠାରୁ ଲାଗୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି