Masthead

ପେନସନଭୋଗୀଙ୍କ ଧାରଣା

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ସଦର ମହକୁମା ମୁଖ୍ୟ ଡାକଘର କାର୍ଯ୍ୟାଳୟ ସମ୍ମୁଖରେ ଇପିଏଫ ପେନସନ ଭୋଗୀମାନେ ଧାରଣା ଦେଇଥିଲେ । ଦୀର୍ଘ ୨ଘଣ୍ଟା ସେମାନେ ଧାରଣାରେ ବସିଥିଲେ । ସର୍ବନିମ୍ନ ମାସକୁ ୯୦୦୦ଟଙ୍କା ପେନସନ ସହ ଆୟୁଷ୍ମାନ ଯୋଜନାରେ ଅନ୍ତଭୁକ୍ତ କରାଇବା, ଇପିଏଫ ପେନସନଭୋଗୀ ବରିଷ୍ଠ ନାଗରିକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ଭଳି ବିଭିନ୍ନ ଦାବିରେ ଧାରଣା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ