Masthead

ପେନସନଭୋଗୀଙ୍କ ଧାରଣା

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ସଦର ମହକୁମା ମୁଖ୍ୟ ଡାକଘର କାର୍ଯ୍ୟାଳୟ ସମ୍ମୁଖରେ ଇପିଏଫ ପେନସନ ଭୋଗୀମାନେ ଧାରଣା ଦେଇଥିଲେ । ଦୀର୍ଘ ୨ଘଣ୍ଟା ସେମାନେ ଧାରଣାରେ ବସିଥିଲେ । ସର୍ବନିମ୍ନ ମାସକୁ ୯୦୦୦ଟଙ୍କା ପେନସନ ସହ ଆୟୁଷ୍ମାନ ଯୋଜନାରେ ଅନ୍ତଭୁକ୍ତ କରାଇବା, ଇପିଏଫ ପେନସନଭୋଗୀ ବରିଷ୍ଠ ନାଗରିକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ଭଳି ବିଭିନ୍ନ ଦାବିରେ ଧାରଣା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ