Masthead

ଶିମିଳିପାଳ ସୁରକ୍ଷା ଦାବିରେ ହରତାଳ

ବାରିପଦା(ବଡ଼ ଖବର ବ୍ୟୁରୋ): ଶିମିଳିପାଳ ସୁରକ୍ଷା ଦାବି ନେଇ ହରତାଳ । ଭଞ୍ଜସେନା ପକ୍ଷରୁ ରାଜପଥ ରୋକ କରାଯାଇଛି । ମୟୁରଭଞ୍ଜ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ୧୮ ଓ ୪୯ନଂ ଏବଂ ରାଜ୍ୟ ରାଜପଥ ଉଦଳା-ବାରିପଦା, କରଞ୍ଜିଆ -ଠାକୁରମୁଣ୍ଡା ରାସ୍ତା ଉପରେ ହରତାଳ କରାଯାଇଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ଶତାଧିକ ଯାନବାହନ ଅଟକି ରହିଛି । ପାଲବଣି, ଦାନ୍ତିଆମୁହାଁ, ଝାରପୋଖରିଆ, ବାଙ୍ଗିରିପୋଷି, ବିଶୋଇ, କରଞ୍ଜିଆ, ଯଶିପୁର, ଠାକୁରମୁଣ୍ଡା, ଉଦଳା, ଡୁକୁରା ଓ ଅସ୍ତିଆ ଠାରେ ସେନାର ସଦସ୍ୟ କର୍ମକର୍ତ୍ତାଙ୍କ ନେତୃତ୍ବରେ ହରତାଳ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା