Masthead

କୃଷି ବିଲକୁ ବିରୋଧକରି ଧାରଣାରେ ବସିଲା ସମ୍ବଲପୁର ଜିଲ୍ଲା କଂଗ୍ରେସ

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): କୃଷି ବିଲକୁ ବିରୋଧକରି ଧାରଣାରେ ବସିଲା ସମ୍ବଲପୁର ଜିଲ୍ଲା କଂଗ୍ରେସ । ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକର୍ତ୍ତାମାନେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେବାସହ କୃଷି ବିଲକୁ କୃଷକ ବିରୋଧୀ ବିଲ ବୋଲି କହିଛନ୍ତିୁ । ଏହି ବିଲ ଦ୍ୱାରା କ୍ଷୁଦ୍ରଚାଷୀମାନେ ଅଧିକ କ୍ଷତିଗ୍ରସ୍ତ ହେବେ, ଏଣୁ ତୁରନ୍ତ ଏହି ବିଲକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଛି ଜିଲ୍ଲା କଂଗ୍ରେସ କମିଟି । ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ ଜିଲ୍ଲା ସଭାପତି ଅଶ୍ୱିନୀ ଗୁରୁଙ୍କ ନେତୃତ୍ୱରେ କଂଗ୍ରେସ ସଭ୍ୟମାନେ ଧାରଣାରେ ବସିଥିଲେ । ଏନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସମ୍ବଲପୁର ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି