Masthead

ବିଡିଓ ବଦଳି ଦାବିରେ କୋଇଡ଼ା ବନ୍ଦ

କୋଇଡ଼ା(ବଡ଼ ଖବର ବ୍ୟୁରୋ): ବିଡିଓ ବଦଳି ଦାବିରେ ୧୨ ଘଣ୍ଟିଆ କୋଇଡ଼ା ବନ୍ଦ । ବନ୍ଦ ଡାକାରା ଦେଇଛି ସି.ପି.ଆଇ.ଏମ। ସରକାରୀ କାର୍ଯ୍ୟାଳୟ ସାଙ୍ଗକୁ ଦୋକାନ ବଜାର ସହ ଲୁହାପଥର ପରିବହନ ବନ୍ଦ ରହିଛି। ବିଧାନସଭାଠାରୁ ଆରମ୍ଭ କରି କୋଇଡ଼ା ବ୍ଲକ ଯାଏ ବିଡିଓ ପଲ୍ଲବୀ ରାଣୀ ରାଜଙ୍କ ବଦଳି ଦାବି ଜୋର ଧରିଛି । ଏହାସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ବିଡ଼ିଓଙ୍କ ବଦଳି ଦାବିରେ ଆଜି ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କୋଇଡ଼ା ବନ୍ଦ ଡାକରା ଦେଇଛି ସିପିଆଇଏମ୍ । ଏହି ବନ୍ଦ ପ୍ରଭାବରେ କୋଇଡା ଅଞ୍ଚଳର ସମସ୍ତ ଖଣିରୁ ପରିବହନ ବନ୍ଦ ରହିଛି। ଏଥିସହ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ, ଜାତୀୟ ରାଜପଥ ବନ୍ଦ ରଖିବାକୁ ସିପିଆଇଏମ୍ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା