ପାଟି ଖୋଲିବାରୁ ବିଦା ହେଲେ ସଫେଇ କର୍ମଚାରୀ

ପୋଲସରା, (ବଡ଼ ଖବର ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ଅସମ୍ମାନ । ମୁହଁ ଖୋଲିବାରୁ ଚାକିରି ହରାଇଲେ ସଫେଇ କର୍ମଚାରୀ । କରୋନା ମହାମରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ସଫେଇ କାମ କରୁଥୁବା ଏହି କର୍ମଚାରୀମାନେ ବୋନସ ଟଙ୍କା ମାଗିବାରୁ ସେମାନଙ୍କୁ କାମରୁ ବିଦା କରାଯାଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ପୋଲସରା ଏନଏସିର ସମସ୍ତ ଅସ୍ଥାୟୀ କର୍ମଚାରୀମାନେ ଆଜି ଏନଏସି ଅଫିସ ଘେରବା ସହ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ଠିକ ସମୟରେ ଦରମା ସହ ଇପିଏଫ୍ ଟଙ୍କା ପ୍ରଦାନ ନ କଲେ ଆଗମୀ ଦିନରେ ରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’