Masthead

ଭବାନୀପୁରରେ କଡ଼ା ଟକ୍କର, ୩ଆସନରେ ଟିଏମସି ଆଗୁଆ

ଭବାନୀପୁର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପଶ୍ଚିମବଙ୍ଗରେ ଭୋଟ ଗଣତି । ପୋଷ୍ଟାଲ ବାଲାଟ ଭୋଟ ଗଣତି ଶେଷ ହୋଇଛି । ଭବାନୀପୁରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗୁଆ ଅଛନ୍ତି । ୩ ଆସନରେ ଟିଏମସି ଆଗୁଆ ରହିଛି । ମମତା ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ୬୧୪୬ ଭୋଟରେ ଆଗୁଆ ଅଛନ୍ତି ।  ମମତାଙ୍କୁ ୯୯୭୪ ଭୋଟ ମିଳିଥିବାବେଳ ଟିଏମସିକୁ ୩୮୨୮ ଓ ସିପିଏମ ମୋଟ ୨୫୦ ଭୋଟ ମିଳିଛିି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ