ଭବାନୀପୁରରେ କଡ଼ା ଟକ୍କର, ୩ଆସନରେ ଟିଏମସି ଆଗୁଆ

ଭବାନୀପୁର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପଶ୍ଚିମବଙ୍ଗରେ ଭୋଟ ଗଣତି । ପୋଷ୍ଟାଲ ବାଲାଟ ଭୋଟ ଗଣତି ଶେଷ ହୋଇଛି । ଭବାନୀପୁରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗୁଆ ଅଛନ୍ତି । ୩ ଆସନରେ ଟିଏମସି ଆଗୁଆ ରହିଛି । ମମତା ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ୬୧୪୬ ଭୋଟରେ ଆଗୁଆ ଅଛନ୍ତି ।  ମମତାଙ୍କୁ ୯୯୭୪ ଭୋଟ ମିଳିଥିବାବେଳ ଟିଏମସିକୁ ୩୮୨୮ ଓ ସିପିଏମ ମୋଟ ୨୫୦ ଭୋଟ ମିଳିଛିି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’