Masthead

ମରକ୍କୋରେ ବଡ ଧରଣର ଭୂକମ୍ପ

ନୂଆଦିଲ୍ଲୀ(ବଡ଼ କବର ବ୍ୟୁରୋ): ମରକ୍କୋରେ ଅନୁଭୂତ ହୋଇଛି ଭୟଙ୍କର ଭୂକମ୍ପ । ଭୂକମ୍ପରେ କୋଠାମାନ ଭୁଶୁଡିଯିବା ସହ ବର୍ତ୍ତମାନ ଯାଏଁ ୨୯୬ ଜଣଙ୍କର ମୃତ୍ୟୁ ହୋଇସାରିଛି । ଭୂକମ୍ପ ଯୋଗୁ ଅନେକ ଲୋକ ଆହାତ ମଧ୍ୟ ହୋଇଛନ୍ତି । ରାତି ପ୍ରାୟ ୧୧ଟା ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଭୂକମ୍ପର ତୀବ୍ରତା ୬.୮ ରହିଥିବା ଜଣାପଡିଛି । ଭୂମିକମ୍ପ ପରେ ଲୋକମାନେ ଭୟଭୀତ ହୋଇ ବାହାରକୁ ପଳାଇ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ