Masthead

ରେଭେନ୍ସାରେ ଛାତ୍ରୀ ପଜେଟିଭ, ପରୀକ୍ଷା ବାତିଲ

କଟକ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ସେଥିରୁ ବାଦ ପଡ଼ି ନାହିଁ ଓଡ଼ିଶା । ସିଲଭର ସିଟିରେ ଏବେ ମାଡ଼ି ଚାଲିଛି କରୋନା । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଜଣେ ଛାତ୍ରୀ ହୋଇଛନ୍ତି କରୋନା ପଜେଟିଭ । ଛାତ୍ରୀ ଜଣଙ୍କ ପଜେଟିଭ ଚିହ୍ନଟ ହେବା ପରେ ଆଜି ହେବାକୁ ଥିବା ସ୍ନାତକ ତୃତୀୟ, ପଞ୍ଚମ ,ସପ୍ତମ ପରୀକ୍ଷା ଦିନକ ପାଇଁ ବାତିଲ କରିଦିଆଯାଇଛି । ଏନେଇ ପରୀକ୍ଷା ନିୟନ୍ତ୍ରକ ସୁଦର୍ଶନ ମିଶ୍ର ସୂଚନା ଦେଇଛନ୍ତି ।

ଅନ୍ୟସବୁ ପରୀକ୍ଷା ବାତିଲ ହେବ କି ନାହିଁ ଏବଂ ବାତିଲ ହୋଇଥିବା ପରୀକ୍ଷା କେବେ ହେବ ସେନେଇ ଆଜି ନିଷ୍ପତି ନିଆଯିବ । ଗତକିଛି ଦିନ ତଳେ ରେଭେନ୍ସାର ଜଣେ ଅତିଥି ଅଧ୍ୟାପକ କରୋନା ପଜେଟିଭ ହୋଇଥିବା ଜଣା ପଡିଥିଲା । ଏନେଇ ଗତକାଲି ୧୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କର କରୋନା ପରୀକ୍ଷା କରାଯାଇଥିଲା । ସେଥିମଧ୍ୟରୁ ଜଣେ ଛାତ୍ରୀଙ୍କ କୋରନା ରିପୋର୍ଟ ପଜେଟିଭ ଆସିଛି । ତେବେ ଛାତ୍ରୀ ଜଣଙ୍କୁ ହଷ୍ଟେଲରେ ସଂଗୋରୋଧରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା