Masthead

ଶକ୍ତିମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ । ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ ପ୍ରଦର୍ଶନ କଲା ଛାତ୍ର କଂଗ୍ରେସ । ମନ୍ତ୍ରୀଙ୍କ ସରକାରୀ ବାସଭବନ ଉପରକୁ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ । ପାୱାରକଟ ବିରୋଧରେ ବିକ୍ଷୋଭ କରିଛି ଛାତ୍ର କଂଗ୍ରେସ । ଅଘୋଷିତ ବିଦ୍ୟୁତକାଟକୁ ବିରୋଧ କରି ହାତରେ ବିଂଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ ।

ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଥିବା ବେଳେ ଅଘୋଷିତ ବିଜୁଳି କାଟ ଲୋକଙ୍କ କଷ୍ଟ ବଢ଼ାଉଛି । ସେପଟେ ବାରମ୍ବାର ବିଦ୍ୟୁତ କାଟ କରୁଛି ବିତରଣ କମ୍ପାନୀ । କିନ୍ତୁ ଏହି କଥାକୁ ମାନୁ ନାହାନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ଯାହାର ପ୍ରତିବାଦ କରି ଏହି ବିକ୍ଷୋଭ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ