ବିଧାନସଭା ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ-ଛାତ୍ର କଂଗ୍ରେସ ମୁହାଁମୁହିଁ । ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ । ବିଧାନସଭା ଘେରାଉ ପାଇଁ ଯିବାବେଳେ ପୋଲିସ ସହ ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛନ୍ତି । ନବ ଦାସ ହତ୍ୟା ପ୍ରସଙ୍ଗରେ ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସର ଭୁକ୍ତ କରିବାକୁ ଦାବି କରିଛି ଛାତ୍ର କଂଗ୍ରେସ । ବିଧାୟକ ସୁଶାନ୍ତ ସିଂଙ୍କ ଘରକୁ ଟମାଟୋ ମାଡ଼ ମଧ୍ୟ କରିଛି ଛାତ୍ର କଂଗ୍ରେସ । ଆଜି ବିଧାୟକ ସୁଶାନ୍ତ ସିଂହଙ୍କ ବାସଭବନ ଘେରିବା ସହ ତାଙ୍କ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’