Masthead

ଗରମ ଡାଲି ଢାଳି ଛାତ୍ର ମୃତ

କୋଇଡା(ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ ଡେଙ୍ଗୁଳା ସେବାଶ୍ରମରେ ଅଘଟଣ । ଗରମ ଡାଲି ଢାଳି ହୋଇ ଜଣେ ଛାତ୍ର ମୃତ । ପ୍ରତିଦିନ ଝାଡୁ ମାରିବାଠୁ ଆରମ୍ଭ କରି ରୋଷେଇ କରିବାକୁ ଛାତ୍ରଙ୍କୁ ନିୟୋଜିତ କରୁଥିଲେ ଶିକ୍ଷକ। ଶେଷରେ ଗରମ ଡାଲି ପଡ଼ି ଛାତ୍ର ଜଣକ ମୃତ୍ୟୁ ଘଟିଛି । ଅଘଟଣ ଘଟିଲା ପରେ ଆଜିବି ପିଲାଙ୍କୁ ଝାଡୁ ମାରିବାରେ ନିୟୋଜିତ କରିଥିଲେ ଶିକ୍ଷକ । ଡେଙ୍ଗୁଳା ସେବାଶ୍ରମର ଅଷ୍ଟମ ଶ୍ରେଣୀ ଛାତ୍ର ଜିଲେଟ ହୋନହାଗା ।

ଗତ ୬ ତାରିଖରେ ତାଙ୍କ ଉପରେ ଗରମ ଡାଲି ଢାଳି ହୋଇଯାଇଥିଲା । ପ୍ରଥମେ କୋଇଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଚିକତ୍ସା ପାଇଁ ଅଣାଯାଇଥିଲା । ତେବେ ସେଠାରେ ଅବସ୍ଥା ଗୁରୁତର ହେବାରୁ ୭ ତାରିଖରେ ରାଉରକେଲା ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଗତକାଲି ଗତକାଲି ମୃତ୍ୟୁ ହୋଇଥିବା ପ୍ରଧାନଶିକ୍ଷକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ