Masthead

ପୁଣି ରାଜଧାନୀରେ ଚାଞ୍ଚଲ୍ୟ, ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ରାଜଧାନୀରେ ଚାଞ୍ଚଲ୍ୟ । ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା । ବେକରେ ଶାଢ଼ୀ ଲଗାଇ ଆତ୍ମହତ୍ୟା କରିଛନ୍ତି +୩ ଶେଷ ବର୍ଷର କମର୍ସ ଛାତ୍ର । ମୃତ ଛାତ୍ର ଜଣକ ହେଲେ ଅତୁଲ କୁମାର ସିଆ । ଘର ଗଞ୍ଜାମ ହୋଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସୂର୍ଯ୍ୟବିହର ଅଞ୍ଚଳରେ ଭଡା ଘରେ ରହୁଥିଲେ ଅତୁଲ୍ୟ ।

ଦୀର୍ଘଦିନ ହେବା ମାନସିକ ଚାପରେ ରହୁଥିଲେ ବୋଲି ଜଣାପଡିଛି । ଷ୍ଟୁଡେଣ୍ଟ୍ ଟ୍ରାଫିକ ଭଲ୍ୟୁଣ୍ଟର ଭାବେ ଦୁଇ ବର୍ଷ ହେବ କାର୍ୟ୍ୟ କରୁଥିଲେ ଏବଂ କନେଷ୍ଟବଳ ପାଇଁ ନିଜକୁ ପ୍ରସ୍ତୁତ କରିଥିଲେ । ଲିଙ୍ଗରାଜ ଥାନା ପୋଲିସ ଏକ ଅପମୃତୁ୍ୟ ମାମଲା ରୁଜୁ କରି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର