Masthead

ଡମ୍ପର ଚଢ଼ି ଛାତ୍ରୀ ମୃତ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ) ସାଇକେଲରେ ଟିଉସନ ଯିବା ବେଳେ ଚଢ଼ିଗଲା ଡମ୍ପର । ଗଲା ଛାତ୍ରୀଙ୍କ ଜୀବନ । ଏପରି ଘଟଣା ଘଟିଛି ଜଳେଶ୍ୱରର ନହରା ଗ୍ରାମରେ । ସୂଚନା ଅନୁଯାୟୀ ନହରା ଗ୍ରାମର ସୁଶାନ୍ତ ସେଠି ଙ୍କ ଝିଅ ଅନିତା ସେଠି ଏବଂ ତାଙ୍କ ସାଥିମାନେ ସାଇକେଲରେ ଟିଉସନ ଯାଉଥିଲେ, ଚନ୍ଦନେଶ୍ଵର ଆଡୁ ଦୃତ ଗତିରେ ଆସୁଥିବା ଏକ ଡମ୍ପର ନହରା ଛକ ନିକଟରେ ସେମାନଙ୍କୁ ଧକ୍କା ଦେଇଥିଲା । ସେଠାରେ ଛାତ୍ରୀ ଅନିତାଙ୍କ ମୃତୁ୍ୟ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହାତ ହୋଇଛନ୍ତି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ଉକ୍ଷିପ୍ତ ହୋଇ ରାଜ୍ୟ ରାଜପଥରେ ଟାୟାର ଜାଳି ରାସ୍ତା ଅବୋରଧ କରିଛନ୍ତି । ରାସ୍ତା ଅବରୋଧ ପାଇଁ ଉଭୟ ପାଶ୍ୱର୍ରେ ଅଟକିରହିଛି ଶତାଧିକ ଗାଡି। ଲୋକ ହେଉଛନ୍ତି ହନ୍ତସନ୍ତ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ