Masthead

ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ପୁଅ ନିଖୋଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ପୁଅ ନିଖୋଜ, ଥାନାରେ ଏଫଆଇଆର ଦେଲେ ବାପା । ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ଛାତ୍ର ନିଖୋଜ ହୋଇଥିବା ନେଇ ଅଭିଯୋଗ ଆସିଛି। ଝାରପଡ଼ାରେ ରହୁଥିବା ଅରୁପ ପଣ୍ଡାଙ୍କ ପୁଅ ସାଇ ପ୍ରସାଦ ପଣ୍ଡା କାଲିସନ୍ଧ୍ୟାରୁ ନିଖୋଜ ଅଛନ୍ତି । ସୂଚନା ଅନୁସାରେ, ସାଇ ପ୍ରସାଦ ଗତ ସନ୍ଧ୍ୟାରେ ସହିଦ ନଗର ସ୍ଥିତ ଏକ କୋଚିଙ୍ଗ ସେଣ୍ଟରକୁ ଯାଇଥିଲେ। କ୍ଲାସ୍‌ ସରିବା ପରେ ସେ ଘରକୁ ଫେରିନଥିଲେ । ପରିବାର ଲୋକ ସାଇ ପ୍ରସାଦଙ୍କୁ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର କୌଣସି ପତ୍ତା ମିଳିପାରିନଥିଲା। ଶେଷରେ ସହିଦ ନଗର ଥାନାରେ ଏଫଆଇଆର ଦେଇଛନ୍ତି ବାପା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ