Masthead

ବୁଢାବଳଙ୍ଗରେ ବୁଡି ଛାତ୍ର ନିଖୋଜ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସ୍ଥିତ ବଡ଼ ନୂଆପୁର ନିକଟ ବୁଢାବଳଙ୍ଗ ନଦୀ ରେ ବୁଡ଼ି ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ ବଡ଼ ନୁଆପୁର ସ୍ଥିତ ବୁଢ଼ାବଳଙ୍ଗ ନଦୀରେ ଗାଧୋଉଥିବା ବେଳେ ଛାତ୍ରଜଣଙ୍କ ନିଖୋଜ ହୋଇଯାଇଥିଲେ । ଘଟଣା ସ୍ଥଳରେ ଅଗ୍ନିଶମ ଟିମ ଓ ପୋଲିସ ପହଞ୍ଚି ଦୀର୍ଘ ସମୟ ଧରି ଖୋଜା ଖୋଜି କରିବା ପରେ ମଧ୍ୟ ଛାତ୍ର ଜଣଙ୍କର କୌଣସି ପତ୍ତା ମିଳିନାହିଁ । ନଦୀ ଘାଟ ପାଖରେ ପିଲାଟିର ସାଇକେଲ,ଜୋତା ଓ ପ୍ୟାଣ୍ଟ ସାର୍ଟ ଥିବାର ଦେଖିବାକୁ ମିଳିଛି। ନିଖୋଜ ଛାତ୍ର ହେଲେ ମାଣିଖମ୍ବ ଅଞ୍ଚଳର ଦୀପକ କରଙ୍କ ପୁଅ ଓମ ପ୍ରକାଶ କର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି