Masthead

ଉଚ୍ଚ ଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ନାହିଁ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପ୍ରକାଶ ପାଇଲା ଚଳିତ ବର୍ଷର ଉଚ୍ଚ ଶିକ୍ଷା ବିଭାଗର ବାର୍ଷିକ କ୍ୟାଲେଣ୍ଡର । ଚଳିତ ବର୍ଷ ବି ହେବନି ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ । କ୍ରମାଗତ ଷଷ୍ଠଥର ପାଇଁ ହେବ ନାହିଁ କଲେଜ ଇଲେକ୍ସନ । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ ପାଇଛି । କ୍ୟାଲେଣ୍ଡରରେ କେଉଁ କେଉଁ ଦିନ ଛୁଟି ରହିବ, କେବେ ପରୀକ୍ଷା କରାଯିବ ଓ କେବେ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରାଯିବ ସେନେଇ ଉଲ୍ଲେଖ ରହିଛି ।

ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୁଚନା ଦିଆଯାଇନାହିଁ । ଯେଉଁଥିରୁ ସ୍ପଷ୍ଟ ହେଉଛି ଯେ ଏଥର ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ କରାଯିବ ନାହିଁ । ଚଳିତ ବର୍ଷ ଶିକ୍ଷାବର୍ଷରେ ୧୮୦ଦିନ ପାଠପଢ଼ା ଓ ୭୨ଟି ଛୁଟି ଦିବସ ରହିଛି ।୨୦୧୭ ମସିହାରେ ଶେଷ ଥର ପାଇର୍ ରାଜ୍ୟରେ ଛାତ୍ର ଇଲେକ୍ସନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା