Masthead

ଶିକ୍ଷୟତ୍ରୀଙ୍କ ବଦଳି ବିରୋଧରେ ଛାତ୍ରଛାତ୍ରୀଙ୍କ ଧାରଣା

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ):ମହେଶ୍ୱର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟତ୍ରୀଙ୍କ ବଦଳିକୁ ବିରୋଧକରି ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ  । ବର୍ଷାରେ ମଧ୍ୟ ଜାରି ରହିଛି ଧାରଣା । ରଘୁନାଥପୁର ବ୍ଳକ ଅଧୀନ ଜୟପୁରଠାରେ ଥିବା  ମହେଶ୍ୱର ସରକାରୀ ସ୍କୁଲରେ ଘଟିଛି ଏଭଳି ଘଟଣା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା?