Masthead

ଶିକ୍ଷକ ଦାବି କରି ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ନରସିଂହପୁର (ବଡ଼ ଖବର ବ୍ୟୁରୋ): ଶିକ୍ଷକ ଦାବି କରି ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ । ନରସିଂହପୁର କାଞ୍ଜିଆପଦା ଛକ ନିକଟରେ ରାସ୍ତା ଅବରୋଧ କଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ସ୍କୁଲରେ ୧୫୦ ପିଲାକୁ ୩ଜଣ ଶିକ୍ଷକ ପଢାଉଛନ୍ତି ପାଠ । ସେଥିରୁ ଜଣେ ଶିକ୍ଷକ ମଧ୍ୟାଣ୍ଣ ଭୋଜନ ଦାଇତ୍ୱ ରେ ଥିବା ବେଳେ ଅନ୍ୟ ଦୁଇ ଜଣ ଶିକ୍ଷକ ୧୫୦ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଥିବା ଖବର ଅଭିଭାବକଙ୍କୁ ବ୍ୟଥିତ କରିଛି। କେତେବେଳେ ମଧ୍ୟାହ୍ନ ଭୋଜନ ନିମ୍ନମାନର ତ କେତେବେଳେ ପାଠ ପଢାରେ ତ୍ରୁଟି। ବାରମ୍ବାର ସ୍କୁଲ କମିଟି ପକ୍ଷରୁ ଏ ନେଇ ପ୍ରତିବାଦ ଓ ବ୍ଲକ ଶିକ୍ଷା ଅଧିକାରୀ ଙ୍କୁ ଭେଟିଥିଲେ ମଧ୍ୟ ସୁଫଳ ହେଉନି। ଏହାର ପ୍ରତିବାଦରେ ଆଜି ଛାତ୍ରଛାତ୍ରୀ ଓ ଅଭିଭାବକ କାନପୁର-ଚମ୍ପେଶ୍ୱର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ