Masthead

ମଧ୍ୟାହ୍ନ ଭୋଜନରେ ପୋକ, ଖାଦ୍ୟ ନ ଖାଇ ଘରକୁ ଫେରିଲେ ଛାତ୍ରଛାତ୍ରୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ):ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବା ସହିତ ବିଭିନ୍ନ ସରକାରୀ ସହାୟତା ଯୋଗାଉଛନ୍ତି। କିନ୍ତୁ କେଉଁଠି ମଧ୍ୟାହ୍ନ ଭୋଜନ ଖାଦ୍ୟରେ ପୋକ ସାଲୁବାଲୁ ତ କେଉଁଠି ଚାଉଳରେ ପୋକ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ପରମାନନ୍ଦ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ଏହି ବିଦ୍ୟାଳୟର ମଧ୍ୟାହ୍ନ ଭୋଜନରୁ ପୋକ ବାହାରୁଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ ।

ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ସୋୟାବଡ଼ି ତରକାରୀରେ ପୋକ ଦେଖି ଘରକୁ ଫେରି ଯାଇଥିଲେ। ଏହି ଘଟଣାରେ ଉତ୍ୟକ୍ତ ହୋଇ ଆଜି ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ଆନ୍ଦୋଳନ କରିଥିଲେ। ଖବର ପାଇ ଚାନ୍ଦବାଲି ବ୍ଲକ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଉତ୍ୟକ୍ତ ଲୋକମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ଜେନାଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ପୂର୍ବରୁ ଅନେକ ଥର ଏଭଳି ଘଟଣା ଘଟିଥିବାର ଅଭିଯୋଗ କରିଛନ୍ତି ଅବିଭାବକ । ପ୍ରଧାନଶିକ୍ଷକ ହରେକୃଷ୍ଣ ଜେନା ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ