Masthead

ନବୀନ ନିବାସ ସାମ୍ନାରେ ଛାତ୍ରଛାତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସ ସାମ୍ନାରେ ଛାତ୍ରଛାତ୍ରୀ । ପରୀକ୍ଷା ହେବ କି ନାହିଁ? ଗଣଶିକ୍ଷା ମନ୍ତ୍ରୀଙ୍କଠାରୁ ମିଳିଲାନି ଉତ୍ତର, ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀଙ୍କ ଧାରଣା । କୋରନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଥିବା ବେଳେ ମଙ୍ଗଳବାର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ।

ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିବା ପାଇଁ ସେମାନେ ନବୀନ ନିବାସ ସାମ୍ନାରେ ପହଞ୍ଚିଛନ୍ତି। ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ କରିବା ପାଇଁ ସେମାନେ ଦାବି କରିଛନ୍ତି। ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଭେଟି ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ବି ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ