Masthead

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଓ ପରୀକ୍ଷା ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।
ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଅଫିସ ଆଗରେ ଶହ ଶହ ଛାତ୍ରଛାତ୍ରୀ ଆନ୍ଦୋଳନ କରିଛନ୍ତି । ସେମାନଙ୍କ ଅଭିଯୋଗ ଖାତା ଦେଖାରେ ତ୍ରୁଟି ଯୋଗୁଁ ଅଧିକାଂଶ ପିଲାଙ୍କ ବ୍ୟାକ୍ ରହି ଯାଉଛି ।

ଏପରିକି ଇଂରାଜୀରେ ପ୍ରଶ୍ନ ଆସୁଥିବାରୁ ଓଡ଼ିଆ ମିଡିୟମରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ମନମାନି ଯୋଗୁ ବହୁ ଛାତ୍ରଛାତ୍ରୀ କୃତକାର‌୍ୟ୍ୟ ହୋଇ ପାରୁ ନାହାନ୍ତି । ତେଣୁ ଏହାର ପ୍ରତିବାଦରେ ଆଜି ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୧୬ରୁ ଅଧିକ କଲେଜ ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାର ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରିବାକୁ ଚେତାବନୀ ଦେଇଛନ୍ତି ଓ ସେପଟେ ଛାତ୍ରଛାତ୍ରୀଙ୍କ ଅଭିଯୋଗର କୌଣସି ଆଧାର ନଥିବା କହିଛନ୍ତି ପରୀକ୍ଷା ନିୟନ୍ତ୍ରକ  ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ