Masthead

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଓ ପରୀକ୍ଷା ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।
ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଅଫିସ ଆଗରେ ଶହ ଶହ ଛାତ୍ରଛାତ୍ରୀ ଆନ୍ଦୋଳନ କରିଛନ୍ତି । ସେମାନଙ୍କ ଅଭିଯୋଗ ଖାତା ଦେଖାରେ ତ୍ରୁଟି ଯୋଗୁଁ ଅଧିକାଂଶ ପିଲାଙ୍କ ବ୍ୟାକ୍ ରହି ଯାଉଛି ।

ଏପରିକି ଇଂରାଜୀରେ ପ୍ରଶ୍ନ ଆସୁଥିବାରୁ ଓଡ଼ିଆ ମିଡିୟମରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ମନମାନି ଯୋଗୁ ବହୁ ଛାତ୍ରଛାତ୍ରୀ କୃତକାର‌୍ୟ୍ୟ ହୋଇ ପାରୁ ନାହାନ୍ତି । ତେଣୁ ଏହାର ପ୍ରତିବାଦରେ ଆଜି ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୧୬ରୁ ଅଧିକ କଲେଜ ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାର ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରିବାକୁ ଚେତାବନୀ ଦେଇଛନ୍ତି ଓ ସେପଟେ ଛାତ୍ରଛାତ୍ରୀଙ୍କ ଅଭିଯୋଗର କୌଣସି ଆଧାର ନଥିବା କହିଛନ୍ତି ପରୀକ୍ଷା ନିୟନ୍ତ୍ରକ  ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା