Masthead

ଯୁକ୍ତ ଦୁଇ ପରୀକ୍ଷା ବାତିଲ ପରେ ୟୁଜି ପିଜି ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ଛାତ୍ରଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ବାତିଲ ପରେ ଏବେ ୟୁଜି ଓ ପିଜି ପରୀକ୍ଷା ହେବା ନେଇ ଛାତ୍ର ଛାତ୍ରୀ ଦ୍ୱନ୍ଦ୍ୱରେ । ଆସନ୍ତା ୧୨ ତାରିଖରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବୈଠକ ବସିବ । ସମସ୍ତ ବିଶ୍ୱ ବିଦ୍ୟାଳୟ କୁଳପତି ଉପସ୍ଥିତ ରହି ସେମାନଙ୍କ ମତାମତ ଦେବେ । ସେହିପରି ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ନେଇ ଆଉ ଏକ ବୈଠକ ଅନୁଷ୍ଠିତ ହେବ । ସେଥିରେ ଏହି ପରୀକ୍ଷା ସମ୍ପର୍କରେ ଅଧ୍ୟମାନଙ୍କର ମାତମତ ନିଅଯିବ । ଏହାପରେ ଉଚ୍ଚ ଶିକ୍ଷା ବିଭାଗ ପଦକ୍ଷେପ ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ