Masthead

ମହୁମାଛି ଆକ୍ରମଣରେ ଛାତ୍ରଛାତ୍ରୀ ଗୁରୁତର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପରୀକ୍ଷାର୍ଥୀ ମହୁମାଛି ଆକ୍ରମଣର ଶିକାର । ଆକ୍ରମଣରେ ୭ ଛାତ୍ରଛାତ୍ରୀ ସହ ଜଣେ ଶିକ୍ଷକ ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ସ୍ଥିତ ବାଳିକା ହାଇସ୍କୁଲରେ । ପରୀକ୍ଷା ଦେବାକୁ ଯିବା ସମୟରେ ୩୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି।

ଆଜି ସକାଳେ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହରିଚନ୍ଦନପୁର ସ୍ଥିତ ବାଳିକା ହାଇସ୍କୁଲ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ହଠାତ ମହୁମାଛିମାନେ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଛାତ୍ରଛାତ୍ରୀ ମାନେ ହରିଚନ୍ଦନପୁର୍ ମେଡିକାଲରେ ପ୍ରାଥମିକ ଚିକିତ୍ସିତ ହୋଇ ପରୀକ୍ଷା ଦେଇଥିଲେ । ତେବେ ଆକ୍ରମଣ ପରେ ପରିକ୍ଷାର୍ଥୀମାନେ ଭୟଭୀତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ