Masthead

ଛାତ୍ରଛାତ୍ରୀଙ୍କୁ ମିଳୁନି ସରକାରୀ ସୁବିଧା

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ସରକାରୀ ନୀତିନିୟମକୁ ମାନି ଚାଲୁଥିବା ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳୁନି ସରକାରୀ ସୁବିଧା ସୁଯୋଗ କିମ୍ବା ଶିକ୍ଷକ ଓ କର୍ମଚାରୀଙ୍କୁ ମିଳୁନି ଦରମା। ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ କୁଞ୍ଜକୋଠି ପଞ୍ଚାୟତ ଖୁରାଣ୍ଟସ୍ଥିତ ବାଲୁଙ୍କେଶ୍ୱର ହାଇସ୍କୁଲରେ ଦେଖିବାକୁ ମିଳିଛି ଏଭଳି ଘଟଣା । ୧୯୯୩ ମସିହାରୁ ସ୍ଥାପିତ ବାଲୁଙ୍କେଶ୍ୱର ହାଇସ୍କୁଲରେ କୁଞ୍ଜକୋଠି ଓ ଜପା ଦୁଇଟି ପଞ୍ଚାୟତର ସାତଟି ଗାଁର ପିଲାମାନେ ପାଠପଢି ଆସୁଛନ୍ତି।

ଦୀର୍ଘ ତିରିଶ ବର୍ଷ ଧରି ସରକାରଙ୍କ ନୀତିନିୟମ ମାନି ବିଦ୍ୟାଳୟରେ ପାଠପଢା ସହ ସମସ୍ତ କାର୍ୟ୍ୟକ୍ରମ ଚାଲିଥିବା ବେଳେ ତାଲିମପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ନିରବଚ୍ଛିନ୍ନ ଭାବେ ପାଠପଢାରେ ନିୟୋଜିତ ଅଛନ୍ତି।ଶିକ୍ଷା ବିଭାଗର ଅବହେଳା ଯୋଗୁଁ ବହୁ ବିଳମ୍ବରେ ୨୦୦୯ ମସିହାରେ ବିଦ୍ୟାଳୟକୁ ପରିମିଶନ,୨୦୧୩ମସିହାରେ ରେକଗନେସନ ଓ ପରେ ନୋ-ଅବଜେକ୍ସନ ଓ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ,କଟକଙ୍କ ପକ୍ଷରୁ ଆଫିଲେସନ ମଧ୍ୟ ମିଳିସାରିଛି। ମାତ୍ର ସରକାରୀ ଅନୁଦାନରୁ ବଞ୍ଚିତ ରହିଛି ବିଦ୍ୟାଳୟ ଓ ଏହାର ଛାତ୍ରଛାତ୍ରୀ। ‘କ’ଣ ଆମେ ଓଡ଼ିଶାର ପିଲା ନୁହେଁ’ ବୋଲି ପ୍ରଶ୍ନ କରିଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି