Masthead

ଶିକ୍ଷକ ଅଭାବ ପାଇଁ ରାସ୍ତାରେ ଛାତ୍ରଛାତ୍ରୀ

ପଟ୍ଟାମୁଣ୍ଡାଇ (ବଡ଼ ଖବର ବ୍ୟୁରୋ): ପଟ୍ଟାମୁଣ୍ଡାଇରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା । ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଅନୁପାତରେ ଆବଶ୍ୟକୀୟ ଶିକ୍ଷକ ନଥିବାରୁ ବିପର୍ଯ୍ୟସ୍ତ ହୋଇ ପଡିଛି ପାଠପଢ଼ା । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇ ଯାଇଛି । ଆଜି ଏହାର ପ୍ରତିବାଦରେ ଛାତ୍ରଛାତ୍ରୀ ଓ ଅବିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ତାଲା ପକାଇ ନାରାବାଜି କରିଥିଲେ ।

ଆଗାମୀ ଦିନରେ ଶିକ୍ଷା ବ୍ୟବସ୍ଥାରେ ଯଦି ସୁଧାର ନଆସେ ତାହେଲେ ଛାତ୍ରଛାତ୍ରୀଙ୍କ ସମେତ ଅବିଭାବକମାନେ ରାଜରାସ୍ତାକୁ ଓହ୍ଲାଇବା ସହିତ ଅନିର୍ଦ୍ଧିଷ୍ଟ କାଳ ପାଇଁ ବିଦ୍ୟାଳୟକୁ ବନ୍ଦ କରି ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ