Masthead

ଶିକ୍ଷକଙ୍କ ବଦଳିକୁ ନେଇ ଧାରଣାରେ ଛାତ୍ରଛାତ୍ରୀ

ପାଟକୁରା (ବଡ଼ ଖବର ବ୍ୟୁରୋ): ବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା । ଶିକ୍ଷକଙ୍କ ବଦଳିକୁ ନେଇ ଧାରଣାରେ ଛାତ୍ରଛାତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ବଜ୍ରସୁନା ଉପ୍ରା ବିଦ୍ୟାଳୟ ବାଲିଘାଇ ଠାରେ ଆଜି ସକାଳୁ ବିଦ୍ୟାଳୟ ରେ ତାଲା ପକାଇ ଫାଟକ ସମ୍ମୁଖରେ ବସିଛନ୍ତି ଛାତ୍ରଛାତ୍ରୀ । ବିଦ୍ୟାଳୟ ର ଶିକ୍ଷକ ପତିତପାବନ ଦାସଙ୍କ ଅନ୍ୟତ୍ର ବଦଳିକୁ ନେଇ ଛାତ୍ରଛାତ୍ରୀ ଓ ଅଭିଵାବକମାନେ ଧାରଣାରେ ବସିଛନ୍ତି । ଧାରଣାସ୍ଥଳରେ ସିଆରସିସି ପର୍ଶୁରାମ ନାୟକ ପହଁଚି ଥିବାବେଳେ ପତିତପାବନ ସାରଙ୍କୁ ଫେରାଇବା ଦାବିରେ ତାଙ୍କୁ ଘେରିଲେ ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ