Masthead

ସରକାରୀ ଅଫିସ ଦାବିରେ ଗଣଧାରଣା

ସୁବର୍ଣ୍ଣପୁର ( ବଡ ଖବର ବ୍ୟୁରୋ): ଉଲୁଣ୍ଡା ବ୍ଲକରେ ନାହିଁ ନିବନ୍ଧକ କାର୍ଯ୍ୟାଳୟ । ଫଳରେ ଜମିଜମା କାଗଜାତ ଲାଗି ଲୋକଙ୍କୁ ଯିବାକୁ ପଡୁଛି ୫୦ କିଲୋମିଟର । ପୂର୍ବରୁ ବାରମ୍ବାର ଦାବି କଲେ ମଧ୍ୟ ମିଳୁନି ସୁଫଳ । ଯେଉଁଥି ଲାଗି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସଚେତନ ନାଗରିକ ମଂଚ ପକ୍ଷରୁ ସବ ରେଜିଷ୍ଟାର ଅଫିସ ସ୍ଥାପନ ଦାବିରେ ଦେଇଛିି ଗଣଧାରଣା । ବାରମ୍ବାର ପ୍ରତିଶୃତି ଓ ସରକାରୀ ଅବହେଳାରୁ ଏପର୍ଯ୍ୟନ୍ତ ରେଜିଷ୍ଟାର କାର୍ଯ୍ୟାଳୟ ହୋଇପାରୁନି । ଏଣୁ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଗଣଧାରଣା ଚାଲୁ ରହିବ ବୋଲି ସଚେତନ ନାଗରିକ ମଂଚ ପକ୍ଷରୁ ଚେତାବନୀ ଦିଆଯାଇଛି । ନିବନ୍ଧକ କାର୍ଯ୍ୟାଳୟ ନଥିବାରୁ ସ୍ଥାନୀୟ ଜନ ସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ