Masthead

ଦୁର୍ଘଟଣାରେ ବାପା ଓ କୁନି ଝିଅ ମୃତ

ସୁବର୍ଣ୍ଣପୁର (ବଡ଼ ଖବର) : ସୋନପୁର ରାସ୍ତାର ଛପୋପାଲି ଛକରେ ଘଟିଛି ଏକ ଅଭାବନୀୟ ବାଇକ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହେଇଥିଲେ । ମୃତକ ୨ ଜଣ ହେଲେ ସୋନପୁର ପଟାଭାଡ଼ିର ବାଲଗୋପାଲ ମିଶ୍ର ଏବଂ ତାଙ୍କର ୯ ବର୍ଷିୟ ଝିଅ ଶ୍ରୀମା ପ୍ରିୟଦର୍ଶିନି ।

ବାଇକ୍ ଯୋଗେ ସ୍ତ୍ରୀ ଓ ଝିଅକୁ ନେଇ ଘରକୁ ଫେରୁଥିବା ବେଳେ ସାମ୍ନାରୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ତାଙ୍କର ଧକ୍କା ହୋଇଥିଲା । ବାଲଗୋପାଳଙ୍କ ପତ୍ନୀ ଓ ଅନ୍ୟ ଦୁଇ ବାଇକ୍ ଆରୋହୀ ଗୁରୁତର ଅବସ୍ଥାରେ ସୋନପୁର ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି । ସୋନପୁର ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା