Masthead

ଦୁର୍ଘଟଣାରେ ବାପା ଓ କୁନି ଝିଅ ମୃତ

ସୁବର୍ଣ୍ଣପୁର (ବଡ଼ ଖବର) : ସୋନପୁର ରାସ୍ତାର ଛପୋପାଲି ଛକରେ ଘଟିଛି ଏକ ଅଭାବନୀୟ ବାଇକ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହେଇଥିଲେ । ମୃତକ ୨ ଜଣ ହେଲେ ସୋନପୁର ପଟାଭାଡ଼ିର ବାଲଗୋପାଲ ମିଶ୍ର ଏବଂ ତାଙ୍କର ୯ ବର୍ଷିୟ ଝିଅ ଶ୍ରୀମା ପ୍ରିୟଦର୍ଶିନି ।

ବାଇକ୍ ଯୋଗେ ସ୍ତ୍ରୀ ଓ ଝିଅକୁ ନେଇ ଘରକୁ ଫେରୁଥିବା ବେଳେ ସାମ୍ନାରୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ତାଙ୍କର ଧକ୍କା ହୋଇଥିଲା । ବାଲଗୋପାଳଙ୍କ ପତ୍ନୀ ଓ ଅନ୍ୟ ଦୁଇ ବାଇକ୍ ଆରୋହୀ ଗୁରୁତର ଅବସ୍ଥାରେ ସୋନପୁର ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି । ସୋନପୁର ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର