Masthead

କେନ୍ଦ୍ର ଟଙ୍କା ଦେଉଛି କିନ୍ତୁ ରାଜ୍ୟ ସରକାର ଜମି ଦେଉନାହାନ୍ତି: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ଜମି ଯୋଗାଉ ନାହାନ୍ତି କହି ଅରୁଣଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ସୁବାସ କହିଛନ୍ତି କେନ୍ଦ୍ର ଟଙ୍କା ଦେଉଥିଲେ ବି ରାଜ୍ୟ ସରକାର ଜମି ଯୋଗାଇ ଦେଉନାହାନ୍ତି । ତାଳେଚର-ବିମଳାଗଡ଼ ରେଳ ଲାଇନ ପାଇଁ କ୍ରମାଗତ ଟଙ୍କା ଆସୁଥିଲେ ବି ରାଜ୍ୟ ସରକାର ଜମି ଦେଉ ନଥିବାରୁ କାମ ଆଗଉନି । ତେଣୁ ବାଚସ୍ପତି ରୁଲିଂ ଦିଅନ୍ତୁ, ସରକାର କେବେ ସୁଦ୍ଧା ଜମି ଯୋଗାଇ ଦେବେ? ତାହାର ଉତ୍ତର ଗୃହରେ ରଖନ୍ତୁ ବୋଲି ଦାବି କଲେ ସୁବାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ