Masthead

କେନ୍ଦ୍ର ଟଙ୍କା ଦେଉଛି କିନ୍ତୁ ରାଜ୍ୟ ସରକାର ଜମି ଦେଉନାହାନ୍ତି: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ଜମି ଯୋଗାଉ ନାହାନ୍ତି କହି ଅରୁଣଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ସୁବାସ କହିଛନ୍ତି କେନ୍ଦ୍ର ଟଙ୍କା ଦେଉଥିଲେ ବି ରାଜ୍ୟ ସରକାର ଜମି ଯୋଗାଇ ଦେଉନାହାନ୍ତି । ତାଳେଚର-ବିମଳାଗଡ଼ ରେଳ ଲାଇନ ପାଇଁ କ୍ରମାଗତ ଟଙ୍କା ଆସୁଥିଲେ ବି ରାଜ୍ୟ ସରକାର ଜମି ଦେଉ ନଥିବାରୁ କାମ ଆଗଉନି । ତେଣୁ ବାଚସ୍ପତି ରୁଲିଂ ଦିଅନ୍ତୁ, ସରକାର କେବେ ସୁଦ୍ଧା ଜମି ଯୋଗାଇ ଦେବେ? ତାହାର ଉତ୍ତର ଗୃହରେ ରଖନ୍ତୁ ବୋଲି ଦାବି କଲେ ସୁବାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ