୧୮ହଜାର ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୮ ହଜାର ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା। ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା । କେନ୍ଦ୍ର ଓ ରାଜ୍ୟଠାରୁ ୧୮ ହଜାରରୁ ଉଦ୍ଧ୍ୱର୍ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ। ଏନେଇ ଉଚ୍ଚ ଶିକ୍ଷା ଓ ଏସସିଏସଟି ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗର ଚିଠି। ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଉଦ୍ଧ୍ୱର୍ ମହିଳାଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ। ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ ।

ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ ତେବେ ସେ କ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ ଦିଆଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ