Masthead

ଫେବୃଆରୀ ୮ରେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବ୍ରୁଆରୀ ୮ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପରର୍ଯ୍ୟାୟ ଟଙ୍କା। ଯାଜପୁରରୁ ଏହାର ଶୁଭାରମ୍ଭ କରି ମହିଳାଙ୍କୁ ଆକାଉଣ୍ଟକୁ ପଠାଯିବ ଟଙ୍କା। ତେବେ ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

କିଛି ଟେକ୍ନିକାଲ ତ୍ରୁଟି ଯୋଗୁଁ ଅନେକ ମହିଳାଙ୍କୁ ଟଙ୍କା ମିଳିପାରିନାହିଁ। ବ୍ୟାଙ୍କର ଏନପିସିଆଇରେ ସମସ୍ୟାରେ ଥିବାରୁ ମଧ୍ୟ ସମସ୍ୟା ହୋଇଛି। କିନ୍ତୁ ହେଉଁ ହତାଧିକାରୀଙ୍କ ଏନପିସିଆଇରେ ସମସ୍ୟା ଅଛି ସେମାନେ କିନ୍ତୁ ଟଙ୍କା ପାଇବାକୁ ଯୋଗ୍ୟ । ସେଥିପାଇଁ ଚିନ୍ତା କରିବାର କିଛି ଚିନ୍ତା ନାହିଁ ବୋଲି ସୁନିଶ୍ଚିତ କରିଛନ୍ତି ପ୍ରଭାତୀ ପରିଡା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା