Masthead

ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ ‘ସୁଭଦ୍ରା ଯୋଜନା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଟଙ୍କା ରିଲିଜ ହେବ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ଘୋଷଣା । ଦିଲ୍ଲୀର ହଜଖାସ ମନ୍ଦିରରେ ପ୍ରବାସୀଙ୍କୁ ଅଭିଭାଷଣରେ ଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।

ସେପ୍ଟେମ୍ବର ୧୭ ତାରିଖ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଆଉ ଏହି ଦିନ ଓଡ଼ିଶାରେ ଆରମ୍ଭ ହେବ ‘ସୁଭଦ୍ରା’ ଯୋଜନା । ଏହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ । ଆଉ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏବି କାର୍ଯ୍ୟକ୍ରମରେ ଶୁଭାରମ୍ଭ ହେବ । ଏଥିରେ ୫ ଲକ୍ଷ ମହିଳା ଯୋଗଦେବେ । ଏହି ଯୋଜନା ଅଧିନରେ ମହିଳା ହିତାଧିକାରୀଙ୍କୁ ୫୦ ହଜାର ଟଙ୍କାର ଭାଉଚର ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା