Masthead

ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁଭଦ୍ରା ତୃତୀୟ କିସ୍ତିରୁ ବାଦ ପଡିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ ହିତାଧିକାରୀ । ସେହିଭଳି ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ହିତାଧିକାରୀ । ସୁଭଦ୍ରରେ ପ୍ରଥମ କିସ୍ତି ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଥିବା ବେଳେ ଦ୍ବିତୀୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ପାଇଛନ୍ତି । ତୃତୀୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ । ମୋଟ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ସୁଭଦ୍ରା ଆବେଦନ କରିଥିଲେ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉତ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ