Masthead

କିଏ ସେହି ଡିଜେ, ଯାହାଙ୍କୁ ଶେଷ ଭିଡିଓ କଲ୍ କରିଥିଲେ ଶୁଭଲକ୍ଷ୍ମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଦିନକୁ ଦିନ ବଢୁଛି ସସପେନ୍ସ । ଗୋଟିଏ ପରେ ଗୋଟିଏ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସୁଛି । କଲ ରେକର୍ଡରୁ ମିଳିଛି ଆଉ ସାଙ୍ଘାତିକ ତଥ୍ୟ । ଶେଷ ଭିଡିଓ କଲର ଡିଜେ କିଏ ତାକୁ ନେଇ ବଢୁଛି ସନ୍ଦେହ । ଶୁଭଲକ୍ଷ୍ମୀଙ୍କ ସିଡିଆରରୁ ପୁଲିସକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମଳିଥିବା ସୂଚନା ମିଳିଛି । ମୃତ୍ୟୁ ଦିନ ରାତିରେ ୧୨ ଜଣଙ୍କୁ କଲ କରିଥିଲେ ଶୁଭଲକ୍ଷ୍ମୀ ।

ଏବଂ ୮ ଜଣଙ୍କ ସହ ଭିଡିଓ କଲରେ କଥା ହୋଇଥିଲେ । ଶେଷ ଭିଡିଓ କଲର ହେଉଛନ୍ତି ଡିଜେ । ତେବେ ଏହି ଡିଜେ କିଏ ତାକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି ।ଏବଂ ସେହି ଦିନ ଶୁଭଲକ୍ଷ୍ମୀଙ୍କ ଫୋନକୁ ଏକ ନିର୍ଦ୍ଧିଷ୍ଟ ନମ୍ବରରୁ ୧୨ଟି ମିସ୍ଡକଲ୍ ଆସିଥିଲା । ଏହି ସବୁ ନମ୍ବରକୁ ନେଇ ଏବେ ତଦନ୍ତ ଚଳାଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା