ଶୁଭେନ୍ଦୁ ଅଧିକାରୀ ଆଗରେ , ପଛରେ ପଡ଼ିଲେ ମମତା

କୋଲକାତା(ବଡ଼ ଖବର ବ୍ୟୁରୋ): ଦେଶରେ ଚାଲିଛି ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ହୋଇଥିବା ନିର୍ବାଚନର ଭୋଟ ଗଣତି । ନିର୍ବାଚନରେ ସବୁଠାରୁ ବେଶୀ ଫୋକସରେ ଥିବା ପଶ୍ଚିମବଙ୍ଗରେ ବିଜେପି ଓ ଟିଏମସି ମଧ୍ୟରେ ଚାଲିଛି ତୀବ୍ର ପ୍ରତିଯୋଗିତା । ତେବେ ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ୨୯୨ଟି ସିଟ୍ରୁ ମମତା ବାନାର୍ଜୀଙ୍କ ଟିଏମସି ୨୦୨ଟି ସ୍ଥାନରେ ଲିଡ଼ କରୁଥିବା ବେଳେ ବିଜେପି ୮୦ଟି ସ୍ଥାନରେ ଲିଡ଼ କରୁଛି ।

ସେହିପରି କଂଗ୍ରେସ, ବାମଦଳ ଓ ଆଇଏସଏପ ମେଣ୍ଟ ୩ରୁ ୪ଟି ସ୍ଥାନରେ ଆଗୁଆ ରହିଥିବା ସୂଚନା ମିଳିଛି । ତେବେ ଏହା ମଧ୍ୟରେ ନନ୍ଦିଗ୍ରାମ ଉପରେ ସାରା ଦେଶର ନଜର ଥିବା ବେଳେ ସେଠାରେ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୪ହଜାର ଭୋଟରେ ପଛୁଆ ରହିଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ