Masthead

ଭୁବନେଶ୍ୱରରେ ଶୁଭ୍ରା କୁଣ୍ଡୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲାରେ ଦୁଇ ଦିନ ତଳେ କଲିକତାରୁ ଶୁଭ୍ରା କୁଣ୍ଡୁଙ୍କୁ ସିବିଆଇ ଗିରଫ କରିଥିବା ବେଳେ ଆଜି ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଓଡିଶାରେ ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲାରେ ଅଧିକ ପଚରାଉଚୁରା କରାଯିବ ବୋଲି ଜଣାପଡିଛି । ରାଜ୍ୟରେ ଠକେଇ, ଏଥିରେ ଆଉ କିଏ କିଏ ଜଡିତ, ଏଦିଗରେ ଅଧିକ ଖୋଳତାଳ କରିବା ପାଇଁ ଓଡିଶା ଆଣିଛି ସିବିଆଇ । ଶୁଭ୍ରା କୁଣ୍ଡୁ ରୋଜଭ୍ୟାଲି ଚେୟାରମ୍ୟାନ ହୋଇଥିବା ବେଳେ ଏହାର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ । ଦେଶରେ ୧୨ହଜାର କୋଟି ଟଙ୍କାର ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୌତମ କୁଣ୍ଡୁକୁ ୨୦୧୫ ମାର୍ଚ୍ଚରେ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା