Masthead

ବଢ଼ିଲା ଧାନର ସହାୟକ ମୂଲ୍ୟ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ବଢ଼ିଲା ଧାନର ସହାୟକ ମୂଲ୍ୟ । ଧାନ ଏମଏସପି ବଢ଼ାଇଲା କେନ୍ଦ୍ର । ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ୨୧୮୩ କୁ ବୃଦ୍ଧି । ଗ୍ରେଡ-ଏ ଧାନ ସହାୟକ ମୂଲ୍ୟ କୁଇଣ୍ଟାଲ ୨୨୦୩କୁ ବୃଦ୍ଧି । ମୁଗ କୁଇଣ୍ଟାଲ ମୂଲ୍ୟ ୮୫୫୮, ବିରି ୬୯୫୦ । ବାଦାମ କୁଇଣ୍ଟାଲ ମୂଲ୍ୟ ୬୩୭୭, କପା ୬୬୨୦ । ହରଡ଼ ଡାଲି କୁଇଣ୍ଟାଲ ମୂଲ୍ୟ ୭୦୦୦ କୁ ବୃଦ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ